ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ନଅଟିକିଆ ହାତୀପଲଙ୍କ ତାଣ୍ଡବ, ଧାନ ବିଲ ଖାଇବା ସହ ନଷ୍ଟ କଲେ ଫସଲ

 ପାଟଣା:୨୨/୮(ନଜର ଓଡ଼ିଶା)ପାଟଣା ବନାଞ୍ଚଳରେ ନଅଟିକିଆ ହାତୀପଲଙ୍କ ଉପଦ୍ରବ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ହାତୀପଲ ଚାଷ ଜମିରେ ପଶି ଧାନ ଫସଲ ଖାଇବା ସହ ବ୍ୟାପକ ଭାବେ ନଷ୍ଟ କରୁଥିବା ଅଭିଯୋଗ ହୋଇଛି।

ସୂଚନା ଅନୁସାରେ, ଗତ ରାତି କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ସାନ ଜାମୁନାପଶି ଗ୍ରାମରେ ନଅ ଟିକିଆ ହାତୀପଲ ପଶି ଏକର ଏକର ଧାନ ଫସଲ ଖାଇବା ସହ ମାଡ଼ି ଦଳି ନଷ୍ଟ କରିଛନ୍ତି। ଏଥିରେ ଚାଷୀ ଶତୃଘ୍ନ ମହାନ୍ତ, ଯୁଧିଷ୍ଠିର ମହାନ୍ତ, ନବଘନ ମହାନ୍ତଙ୍କ ସମେତ ଅନ୍ୟ ଚାଷୀଙ୍କ ଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି।ହାତୀପଲଙ୍କ ଏଭଳି ଉପଦ୍ରବ ଯୋଗୁଁ ଚାଷୀମାନେ ଆର୍ଥିକ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ତୁରନ୍ତ ବନ ବିଭାଗ ପକ୍ଷରୁ ହାତୀପଲଙ୍କୁ ଘଉଡ଼ାଇବା ସହ କ୍ଷୟକ୍ଷତିର ଆକଳନ କରି ପ୍ରଭାବିତ ଚାଷୀଙ୍କୁ ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ଯୋଗାଇ ଦେବାକୁ ଚାଷୀମାନେ ଦାବି କରିଛନ୍ତି।

Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।