ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ବେଦ ବିଦ୍ୟାଳୟ ପକ୍ଷରୁ ବଳଭଦ୍ର ଜନ୍ମ ପାଳିତ


 ଢେଙ୍କିକୋଟ:୨୯/୮(ନ.ଓ) ଢେଙ୍କିକୋଟ ନିକଟସ୍ଥ ଲଙ୍ଗଳକଣ୍ଟି ବେଦ ବିଦ୍ୟାଳୟ ପକ୍ଷରୁ ଗତକାଲି ବଳଭଦ୍ର ଜନ୍ମ ଉତ୍ସବ ଧୂମଧାମ ରେ ଆଧ୍ୟାତ୍ମିକ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ସଂଲଗ୍ନ ବେଲେଶ୍ୱରି ମନ୍ଦୀରରେ ପୂଜାର୍ଚ୍ଚନା ସହ ହୋମଯଜ୍ଞାଦି ପୂର୍ବକ ବଳଭଦ୍ର ଜନ୍ମ ଉତ୍ସବ ପାଳନ କରାଯାଇଥିଲା। ବେଦ ବିଦ୍ୟାଳୟର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମିଶ୍ର ଓ ଦେବୀପ୍ରସାଦ ମିଶ୍ର ପ୍ରମୁଖ ବେଦ ବିଦ୍ୟାର୍ଥୀ ମାନଙ୍କୁ ନେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଲବଙ୍ଗଲତା ନାୟକ ଓ ଶରତ କୁମାର ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ବେଦ ବିଦ୍ୟାର୍ଥୀ ମାନେ ଆଗନ୍ତୁକଙ୍କୁ ରାକ୍ଷୀ ପିନ୍ଧାଇଥିଲେ ।

Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।