ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ଲକ୍ଷ୍ମୀ ନାରାୟଣ ଡିଗ୍ରୀ ମହାବିଦ୍ୟାଳୟରେ ନିଶା ମୁକ୍ତି ଅଭିଯାନ

📢 ସୂଚନା | ନଜର ଓଡ଼ିଶା   •   📰 ଓଡ଼ିଶାର ପ୍ରତି ଖବର ଉପରେ ନଜର 👁️   •   🔴 ଆମର ନୂଆ ନୂଆ ଖବର ପଢ଼ିବା ପାଇଁ ଆଜିହିଁ Visit କରନ୍ତୁ 👇   •   🌐 nazarodishanews24.blogspot.com   •   📸 ଆପଣଙ୍କ ଅଞ୍ଚଳର କୌଣସି ଖବର, ଫଟୋ କିମ୍ବା ଭିଡିଓ ଥିଲେ ଆମକୁ ପଠାନ୍ତୁ।   •   📲 ଖବର ପ୍ରକାଶନ ପାଇଁ WhatsApp: 6372448483   •   🗞️ ଆପଣଙ୍କ ଖବର • ଆମର ଦାୟିତ୍ୱ   •   🔎 ନଜର ଓଡ଼ିଶା — ଓଡ଼ିଶାର ପ୍ରତି ଖବର ଉପରେ ନଜର

ଘଟଗାଁ:୨୮/୮(ନ.ଓ)ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆ ସ୍ଥିତ ଲକ୍ଷ୍ମୀ ନାରାୟଣ ଡ଼ିଗ୍ରୀ ମହାବିଦ୍ୟାଳୟ ଠାରେ ନିଶାମୁକ୍ତ ଅଭିଯାନ କାର୍ଯକ୍ରମ ଅଧ୍ୟକ୍ଷ ଦୈତାରୀ ମହାନ୍ତଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା ତଥା ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରୀୟ ସଂଚାର ଓ ଲୋକସମ୍ପର୍କ ସହ ଅଧିକାରୀ ପାର୍ଥ ସାରଥୀ ମଲିକ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏହାର ଆବଶ୍ୟକ ସମ୍ବନ୍ଧରେ ବାର୍ତ୍ତା ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରବନ୍ଧ,ରଙ୍ଗୋଲି ଓ ଚାମଚ ଗୋଲି ବାଲାନ୍ସିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ପ୍ରଥମ,ଦ୍ୱିତୀୟ,ତୃତୀୟ ସ୍ତର ନିର୍ଣ୍ଣୟ କରାଯାଇ ପୁରସ୍କାର ଓ ପ୍ରମାଣ ପତ୍ର ଦେବାର ବ୍ୟବସ୍ଥା କରାଯାଇଛି। କାର୍ଯ୍ୟକ୍ରମକୁ ପୂର୍ଣ୍ଣାଙ୍ଗ ରୂପରେଖ ନିମନ୍ତେ ଅଧ୍ୟାପକ ତପନ କୁମାର ମହାନ୍ତ, ବିଷ୍ଣୁ ଚରଣ ସାମଲ, ଡ଼ ତ୍ରିଲୋଚନ ପଣ୍ଡା,ମନୋରଞ୍ଜନ ପଲେଇ,ରୁଦ୍ରନାରାୟଣ ମହାନ୍ତ,କେଶବ ମହାନ୍ତ ,ପବିତ୍ର ମୋହନ ମହାନ୍ତ, ରଞ୍ଜନ କୁମାର ବେହେରା,ଲକ୍ଷ୍ମୀଧର ମହାନ୍ତ ଓ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ। ଅଧ୍ୟାପିକା ରଶ୍ମିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ନଜର ଓଡ଼ିଶା, ଓଡ଼ିଶାର ପ୍ରତି ଖବର ଉପରେ ନଜର 👁️ ଆମର ଲକ୍ଷ୍ୟ — ସତ୍ୟ ଖବର, ନିରପେକ୍ଷ ରିପୋର୍ଟିଂ ଓ ଲୋକଙ୍କ ସ୍ୱର। 🌐 Website: nazarodishanews24.blogspot.com 📞 Contact: 6372448483 📧 Email: nazarodisha07@gmail.com
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।