ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ଢେଙ୍କିକୋଟ ଶକ୍ତିକେନ୍ଦ୍ର ବୈଠକରେ ସାଂସଦ ଅନନ୍ତ ନାୟକ

News Summary

ଢେଙ୍କିକୋଟ ଶକ୍ତିକେନ୍ଦ୍ର ବୈଠକରେ କେନ୍ଦୁଝର ସାଂସଦ ଅନନ୍ତ ନାୟକଙ୍କ ଯୋଗଦାନ। ସେବା ସଙ୍କଳ୍ପ ଅଭିଯାନ ଓ ଚାରାରୋପଣ ନେଇ କର୍ମୀଙ୍କୁ ମାର୍ଗଦର୍ଶନ।

ନଜର ଓଡ଼ିଶା | Nazar Odisha

କେନ୍ଦୁଝର/ଢେଙ୍କିକୋଟ, ୨୩/୯: ଢେଙ୍କିକୋଟ ଶକ୍ତିକେନ୍ଦ୍ରର ଏକ ଜରୁରୀକାଳୀନ ବୈଠକ ସ୍ଥାନୀୟ ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦୁଝର ସାଂସଦ ଅନନ୍ତ ନାୟକ ଉପସ୍ଥିତ ରହି ଆଗାମୀ ଏକ ମାସ ଧରି ହେବାକୁ ଥିବା ସେବା ସଙ୍କଳ୍ପ ଅଭିଯାନକୁ ସଫଳ କରିବା ନେଇ କର୍ମକର୍ତ୍ତା ଓ କର୍ମୀମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ଓଡ଼ିଶାରେ ଏହି ଅଭିଯାନ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୧୭ ପର୍ଯ୍ୟନ୍ତ ଚାଲିବା ନେଇ ରିପୋର୍ଟ ପ୍ରକାଶ ପାଇଛି।ବୈଠକରେ ମଣ୍ଡଳ ସଭାପତି ରଞ୍ଜିତ କୁମାର ନାୟକ, ସାଂସଦ ପ୍ରତିନିଧି ଅଖିଳ ପାତ୍ର, ଶକ୍ତିକେନ୍ଦ୍ର ପ୍ରମୁଖ ଗତିକୃଷ୍ଣ ଦଳେଇ, କୃଷ୍ଣଚନ୍ଦ୍ର ବାରିକ, ଏସ୍‌.କେ. ଜାବେର, ରାମଚନ୍ଦ୍ର ସାହୁ, ସୌମ୍ୟପ୍ରକାଶ ମଣ୍ଡଳ, ନିର୍ମଳ ନାଏକଙ୍କ ସମେତ ବହୁ କର୍ମକର୍ତ୍ତା ଓ କର୍ମୀ ଉପସ୍ଥିତ ଥିଲେ।ବୈଠକ ଶେଷରେ ଡାକବଙ୍ଗଳା ପରିସରରେ ସାଂସଦ ଅନନ୍ତ ନାୟକ ଏକ ଅଁଳା ଚାରା ରୋପଣ କରିଥିଲେ। ଏଥିସହ ଦଳର ସମସ୍ତ କର୍ମୀଙ୍କୁ ‘ମା’ ପାଇଁ ଗଛଟିଏ’ ଅଭିଯାନରେ ସାମିଲ ହୋଇ ଚାରାରୋପଣ କରିବାକୁ ଆହ୍ୱାନ ଦିଆଯାଇଥିଲା।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।