🌹🌼👉ଭଦ୍ରକାଳୀ ପଞ୍ଜିକା👈🌼🌹 ✧═════•❁❀❁•═════✧
ଅଦ୍ୟ ସେପ୍ଟେମ୍ବର ମାସ ୧୮ ତାରିଖ ୨୦୨୬ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୮
ସମ୍ବତ୍ -୨୦୮୩
ଦିଲ୍ଲୀଶ୍ବରାବ୍ଦ -୧୪୩୩
ସମ୍ବତ୍ସର- ରୌଦ୍ର
ଭାଦ୍ରବମାସ- ଶୁକ୍ଳପକ୍ଷ
ତିଥି- ସପ୍ତମୀ ଦିବା ଘ୧/୦୦ ଗତେ ଅଷ୍ଟମୀ
ନକ୍ଷତ୍ର- ଜ୍ୟେଷ୍ଠା ଦିବା ଘ୧୦/୪୪ ଗତେ ମୂଳା
ଚନ୍ଦ୍ର-ବିଛା ଦିବା ଘ୧୦/୪୪ ଗତେ ଧନୁ
ଯୋଗ- ପ୍ରୀତି
କରଣ - ବାଣିଜ୍ୟ
ସୌରମାସ- କନ୍ୟା ୦୨ ଦିନ
✧═════•❁❀❁•════✧
ସୂର୍ୟୋଦୟ- ପ୍ରାତଃ ଘ୦୫/୩୨/୪୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୪/୩୦
✧═════•❁❀
ଯୋଗିନୀ ବାୟବ୍ୟେ ଦିବା ଘ୧୨/୪୦ ଗତେ ଐଶ।ନ୍ୟେ
ବିଛା,ଧନୁ ଓ ମୀନ ରାଶିର ଘାତବାର
ସପ୍ତମୀ ର ଏକୋଦିଷ୍ଟ ଓ ଅଷ୍ଟମୀ ର ପାର୍ବଣ ଶ୍ରାଦ୍ଧ
ମୃତେ ଦିବା ଘ୧/୦୦ ମଧ୍ୟେ ଏକପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୨/୪୦ ଗତେ ଘ୦୫/୪୫ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୨୭ ମଧ୍ୟେ ଓ ଘ୦୭/୧୫ ଗତେ ଘ୦୯/୪୦ ମଧ୍ୟେ ଓ ଘ୧୨/୦୧ ଗତେ ଘ୦୨/୩୯ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନ।ସ୍ତି
═✧══•❁❀❁•════✧
ଅଦ୍ୟ ତାଳ ଦିବା ଘ୧/୦୦ମି ଗତେ ନଡ଼ିଆ ଭକ୍ଷଣ ନିଷେଧ
✧═════•❁❀❁•═════✧
🌼🌹🌹꧁ରାଶିଫଳ꧂🌹🌹🌼 ✧═════•❁❀❁•═════✧
🌹🌹ମେଷ :👉ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
🌹🌹ବୃଷ :👉ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
✧═════•❁❀❁•═════✧
🌹🌹ମିଥୁନ :👉 ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
✧═════•❁❀❁•═════✧
🌹🌹କର୍କଟ: 👉ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
✧═════•❁❀❁•═════✧
🌹🌹ସି˚ହ:👉 ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
✧═════•❁❀❁•═════✧
🌹🌹କନ୍ୟା: 👉ଆଜି ଦିନଟି ଆପଣଙ୍କ ଲାଗି ଠିକ୍ଠାକ୍ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
✧═════•❁❀❁•═════✧
🌹🌹ତୁଳା:👉 ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
✧═════•❁❀❁•═════✧
🌹🌹ବିଛା:👉 କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
✧═════•❁❀❁•═════✧
🌹🌹ଧନୁ:👉 ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
✧═════•❁❀❁•═════✧
🌹🌹ମକର:👉 ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════✧
🌹🌹କୁମ୍ଭ:👉ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
✧═════•❁❀❁•═════✧
🌹🌹ମୀନ:👉ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ •❁❀❁•═════✧
ଜ୍ୟୋତିର୍ବିଦ:ଭାବଗ୍ରାହୀ ଖଡିରତ୍ନ
ଯୋଗାଯୋଗ:୯୪୩୮୧୫୨୬୨୭