ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କ ମୃତ୍ୟୁ ପରେ ସ୍ୱାମୀଙ୍କ ଆତ୍ମହତ୍ୟା

News Summary

ଢେଙ୍କାନାଳ ପରଜଙ୍ଗ ଥାନା ଆଖୁଆପାଳ ୩ ନମ୍ବର କଲୋନୀରେ ପାରିବାରିକ କଳହରୁ ଅଭାବନୀୟ ଘଟଣା। ସ୍ତ୍ରୀଙ୍କ ମୃତ୍ୟୁ ପରେ ସ୍ୱାମୀଙ୍କ ମୃତ୍ୟୁ। ପୁଲିସର ତଦନ୍ତ ଜାରି।

ନଜର ଓଡ଼ିଶା | Nazar Odisha
ଢେଙ୍କାନାଳ/ସରାଙ୍ଗ, ୨୦/୯: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଆଖୁଆପାଳ ପଞ୍ଚାୟତର ୩ ନମ୍ବର କଲୋନୀରେ ପାରିବାରିକ କଳହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ମୃତ୍ୟୁ ପରେ ସ୍ୱାମୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ କୌଣସି ଏକ କଥାକୁ ନେଇ ରତ୍ନାକର ନାଏକ ଓ ତାଙ୍କ ସ୍ତ୍ରୀ ରଶ୍ମିତା ନାଏକଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାପରେ ରତ୍ନାକର ତାଙ୍କ ସ୍ତ୍ରୀଙ୍କୁ ଆକ୍ରମଣ କରିଥିବା ଏବଂ ଏଥିରେ ରଶ୍ମିତାଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି।ଏହାପରେ ଘର ଭିତରେ ପିଲାମାନଙ୍କୁ ରଖି ରତ୍ନାକର ନିଜ ଜୀବନ ହାରିଥିବା ନେଇ ମଧ୍ୟ ସୂଚନା ରହିଛି।ଘଟଣା ସମ୍ପର୍କରେ ଖବର ପାଇ ପରଜଙ୍ଗ ଥାନା ପୁଲିସ ସହ କାମାକ୍ଷାନଗର ଏସ୍‌ଡିପିଓ ଚିତ୍ତରଞ୍ଜନ ବେହେରା ଓ ଥାନା ଅଧିକାରୀ ସୁବ୍ରତ ସାହୁ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଜିଲ୍ଲା ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
ତେବେ ଦମ୍ପତିଙ୍କ ମୃତ୍ୟୁର ପ୍ରକୃତ କାରଣ ଏବଂ ଘଟଣାର ସମ୍ପୂର୍ଣ୍ଣ କ୍ରମ ନେଇ ପୁଲିସ ତଦନ୍ତ ପରେ ଅଧିକ ସ୍ପଷ୍ଟତା ମିଳିବ।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।