ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ହାତୀପଲକୁ ଚିଡ଼ାଇବାକୁ ଯାଇ , ହାତୀ ଆକ୍ରମଣର ଶିକାର

News Summary

କେନ୍ଦୁଝର ପାଟଣା ବନାଞ୍ଚଳରେ ୨୫ଟିକିଆ ହାତୀପଲ। ହାତୀପଲକୁ ଚିଡ଼ାଇବାକୁ ଯାଇ ଜଣେ ବ୍ୟକ୍ତିଙ୍କୁ ହାତୀ ଶୁଣ୍ଢରେ ଟେକି ବିଲରେ ଫିଙ୍ଗିଦେଲା।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୩୦/୯: କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ କେନ୍ଦେଇପଶି ନିକଟରେ ୨୫ଟିକିଆ ହାତୀପଲ ଡେରା ପକାଇଛନ୍ତି। ବୁଧବାର ସକାଳେ ହାତୀପଲକୁ ଚିଡ଼ାଇବାକୁ ଯାଇ ଜଣେ ବ୍ୟକ୍ତି ହାତୀ ଆକ୍ରମଣର ଶିକାର ହୋଇଥିଲେ।
ସୂଚନା ଅନୁଯାୟୀ, ହାତୀପଲ ନିକଟକୁ ଯାଇ ବ୍ୟକ୍ତିଜଣକ ହାତୀମାନଙ୍କୁ ଚିଡ଼ାଇଥିଲେ। ଏଥିରେ ଗୋଟିଏ ହାତୀ ତାଙ୍କୁ ଶୁଣ୍ଢରେ ଟେକି ଏକ ବିଲ ଭିତରକୁ ଫିଙ୍ଗି ଦେଇଥିଲା। ତେବେ ସୌଭାଗ୍ୟବଶତଃ ବ୍ୟକ୍ତିଜଣକ ସୁରକ୍ଷିତ ଥିବାରୁ ଘଟଣାସ୍ଥଳରୁ ଉଠି ପଳାଇ ଯାଇଥିଲେ।ଘଟଣା ପରେ ପାଟଣା ବନବିଭାଗ ପକ୍ଷରୁ ସଂପୃକ୍ତ ବ୍ୟକ୍ତିଙ୍କୁ ଠାବ କରିବା ପାଇଁ ଡ୍ରୋନ୍‌ ସହାୟତାରେ ଖୋଜାଖୋଜି କରାଯାଇଥିଲା। ତେବେ ତାଙ୍କର କୌଣସି ପତ୍ତା ମିଳିନଥିବା ଜଣାପଡ଼ିଛି।ଅନ୍ୟପକ୍ଷରେ, ଗତରାତି ଏହି ହାତୀପଲ ସିଲିଦା, ଖୁଣ୍ଟାପଡ଼ା, କାଶୀପୁର, କେନ୍ଦେଇପଶି ଓ ଚାକୁଣ୍ଡାପାଳ ଅଞ୍ଚଳରେ ବ୍ୟାପକ ଧାନ ଫସଲ ନଷ୍ଟ କରିଥିବା ଜଣାପଡ଼ିଛି।ପାଟଣା ବନାଞ୍ଚଳ ଅଧିକାରୀ ଆର୍ତ୍ତତ୍ରାଣ ମିର୍ଦ୍ଧା ଓ ବନପାଳ ନିରଞ୍ଜନ ସେଠୀଙ୍କ ସମେତ ବନବିଭାଗର କର୍ମଚାରୀମାନେ ହାତୀପଲର ଗତିବିଧି ଉପରେ ନଜର ରଖିଛନ୍ତି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।