ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

୧୬ ସେପ୍ଟେମ୍ବର ୨୦୨୬ ରାଶିଫଳ: ଜାଣନ୍ତୁ ଆଜି ମେଷରୁ ମୀନ ରାଶିର ଭାଗ୍ୟଫଳ ଓ ପଞ୍ଜିକା

News Summary

୧୬ ସେପ୍ଟେମ୍ବର ୨୦୨୬ ମହାବୀର ପଞ୍ଜିକା ଓ ଆଜିର ରାଶିଫଳ। ଜାଣନ୍ତୁ ୧୨ ରାଶିର ଦୈନିକ ଭାଗ୍ୟଫଳ, ତିଥି, ନକ୍ଷତ୍ର, ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ।

ନଜର ଓଡ଼ିଶା | Nazar Odisha


 *🌹🌼👉ମହାବୀର ପଞ୍ଜିକା👈🌼🌹*

 *✧═════•❁❀❁•═════✧*  

 *ଅଦ୍ୟ ସେପ୍ଟେମ୍ବର ମାସ ୧୬ ତାରିଖ ୨୦୨୬ ମସିହା (ବୁଧବାର)*

*ଶକାବ୍ଦ -୧୯୪୮* 

*ସମ୍ବତ୍ -୨୦୮୩*

*ଦିଲ୍ଲୀଶ୍ବରାବ୍ଦ -୧୪୩୩*

*ସମ୍ବତ୍ସର- ରୌଦ୍ର*

*ଭାଦ୍ରବମାସ- ଶୁକ୍ଳପକ୍ଷ*

*ତିଥି- ପଞ୍ଚମୀ ଦିବା ଘ୦୮/୨୯ ଗତେ ଷଷ୍ଠୀ*

*ନକ୍ଷତ୍ର- ବିଶାଖା ଦିବା ଘ୦୫/୪୨ଗତେ ଅନୁରାଧା*

*ଚନ୍ଦ୍ର- ତୁଳା ଦିବା ଘ୧୧/୧୧ ଗତେ ବିଛା*

*ଯୋଗ- ବୈଧୃତି*

*କରଣ - ବାଳବ*

*ସୌରମାସ- ସିଂହ ୩୧ ଦିନ*

*✧═════•❁❀❁•════✧*

*ସୂର୍ୟୋଦୟ- ପ୍ରାତଃ ଘ୦୫/୩୮/୩୩*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୫/୩୦*

*✧═════•❁❀

*ଯୋଗିନୀ  ଦକ୍ଷିଣେ ଦିବା ଘ୦୮/୨୯ ଗତେ ପଶ୍ଚିମେ*

*କର୍କଟ ରାଶିର ଘାତବାର*

*ଷଷ୍ଠୀ  ର ଏକୋଦିଷ୍ଟ  ଓ ପାର୍ବଣ ଶ୍ରାଦ୍ଧ*

*ମୃତେ ଦିବା ଘ୦୫/୪୨ ମଧ୍ୟେ ଏକପାଦ  ପୁଷ୍କର ଦୋଷ*

*✧═════•❁❀❁•═══*

*କାଳବେଳା-ଦିବା  ଘ୦୮/୪୦ ଗତେ ଘ୧୦/୧୨ମଧ୍ୟେ*

*ବାରବେଳା- ଦିବା  ଘ୧୧/୪୩ ଗତେ ଘ୦୧/୧୫ ମଧ୍ୟେ* 

══•❁❀❁•═*

*ବିଶୁଦ୍ଧ ଅମୃତ ବେଳା- ଦିବା  ଘ୦୭/୧୫ ମଧ୍ୟେ ଓ ଘ୦୧/୧୬  ଗତେ ଘ୦୧/୪୦ମଧ୍ୟେ ଓ ରାତ୍ରି ଘ୦୬/୩୫ ଗତେ ଘ୦୮/୪୦ ମଧ୍ୟେ* 

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୦୫ ଗତେ ଘ୦୫/୪୦ ମଧ୍ୟେ ଓ ରାତ୍ରି ଘ୦୯/୦୦ ଗତେ ଘ୧୦/୩୫  ମଧ୍ୟେ* 

═✧*══•❁❀❁•═*═══✧

*ଅଦ୍ୟ ନିମ୍ନ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*🌼🌹꧁ ଆଜିର ରାଶିଫଳ꧂🌹🌼*

        *✧═════•❁❀❁•═════✧*

*ମେଷ* 👉

*ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।  ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।* 

*✧═════•❁❀❁•═════✧*

 *ବୃଷ* 👉

 *ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। ଆଜି କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।* 

*✧═════•❁❀❁•═════✧*

 *ମିଥୁନ*👉 

 *ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।  ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ସୂଚନା ରହିଛି।* 

 *✧═════•❁❀❁•═════✧*

 *କର୍କଟ* 👉

 *ଆଜି ବିଭିନ୍ନ ପ୍ରକାର ଘଟଣା ପ୍ରବାହଜନିତ ମାନସିକ ଅସ୍ଥିରତା କାରଣରୁ ଲାଗି ରହିବ।  ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହୋଇପାରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବା ସମ୍ଭାବନା ରହିଛି।* 

*✧═════•❁❀❁•═════✧*

 *ସିଂହ* 👉

 *ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ଆଶା କରୁ ଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଆଗାମୀ କାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି।* 

*✧═════•❁❀❁•═════✧*

 *କନ୍ୟା* 👉

 *ଆଜି ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ।  ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ କିମ୍ବା ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ।* 

*✧═════•❁❀❁•═════✧*

 *ତୁଳା* 👉

 *ପ୍ରତ୍ୟେକ ସ୍ତରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବା ଆଶଙ୍କା ଦେଖାଦେବ। ବ୍ୟବସାୟ,ପରିବହନ ,କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ। ପୁଷ୍ୟା ନକ୍ଷତ୍ରର ବୃଦ୍ଧ ପିତାମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।* 

*✧═════•❁❀❁•═════✧*

 *ବିଛା* 👉

 *ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସତର୍କ ନରହିଲେ ବିବାଦ  ପଡ଼ିପାରନ୍ତି। ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ।* 

*✧═════•❁❀❁•═════✧*

 *ଧନୁ*👉 

 *ଆଜି ଆପଣ ଆତ୍ମୀୟସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭକରି କାମଟିକୁ ପୂରା କରିପାରିବେ। ଅପରାହ୍ନରେ ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ।* 

*✧═════•❁❀❁•═════✧*

 *ମକର*👉 

 *ଆଜି ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ,ଏଣୁ ମନଟା ସାମୟିକ ଭାବରେ ଗୋଳମାଳିଆ ରହିବ।  ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ।* 

*✧═════•❁❀❁•═════✧*

 *କୁମ୍ଭ*👉 

 *ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ! ମନୋରଞ୍ଜନ, ବନ୍ଧୁ ମିଳନ, ଆଲୋଚନା, ସମିତି କିମ୍ବା ଯାତ୍ରା ପାଇଁ ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନ୍‌ସନ ବଢ଼ିପାରେ।* 

*✧═════•❁❀❁•═════✧*

 *ମୀନ*👉 

*ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ। ବିବାଦୀୟ ଘଟଣା ସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ* ।

ଜ୍ୟୋତିର୍ବିଦ:ଭାବଗ୍ରାହୀ ଖଡିରତ୍ନ 

ଯୋଗାଯୋଗ:୯୪୩୮୧୫୨୬୨୭

Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।