ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

🔮 ଆଜିର ରାଶିଫଳ, ୧୪ ସେପ୍ଟେମ୍ବର ୨୦୨୬: କେଉଁ ରାଶିରେ ଧନଲାଭ, କାହା ପାଇଁ ରହିଛି ସତର୍କତା?

News Summary

 *🌹🌼👉ଭଦ୍ରକାଳୀ ପଞ୍ଜିକା👈🌼🌹* *✧═════•❁❀❁•═════✧*    *ଅଦ୍ୟ ସେପ୍ଟେମ୍ବର ମାସ ୧୪ ତାରିଖ ୨୦୨୬ ମସିହା (ସୋମବାର)* *ଶକାବ୍ଦ -୧୯୪୮*  *ସମ୍ବତ୍ -୨୦୮୩* *ଦି...


 *🌹🌼👉ଭଦ୍ରକାଳୀ ପଞ୍ଜିକା👈🌼🌹* *✧═════•❁❀❁•═════✧*  

 *ଅଦ୍ୟ ସେପ୍ଟେମ୍ବର ମାସ ୧୪ ତାରିଖ ୨୦୨୬ ମସିହା (ସୋମବାର)*

*ଶକାବ୍ଦ -୧୯୪୮* 

*ସମ୍ବତ୍ -୨୦୮୩*

*ଦିଲ୍ଲୀଶ୍ବରାବ୍ଦ -୧୪୩୩*

*ସମ୍ବତ୍ସର- ରୌଦ୍ର*

*ଭାଦ୍ରବମାସ- ଶୁକ୍ଳପକ୍ଷ*

*ତିଥି- ତୃତୀୟା ଦିବା ଘ୦୭/୦୬ ଗତେ ଚତୁର୍ଥୀ*

*ନକ୍ଷତ୍ର- ଚିତ୍ରା ଦିବା ଘ୦୧/୫୫ ଗତେ ସ୍ୱାତୀ*

*ଚନ୍ଦ୍ର- ତୁଳା*

*ଯୋଗ- ବ୍ରହ୍ମ*

*କରଣ - ଗର*

*ସୌରମାସ- ସିଂହ ୨୯ ଦିନ*

*✧═════•❁❀❁•════✧*

*ସୂର୍ୟୋଦୟ- ପ୍ରାତଃ ଘ୦୫/୩୧/୧୩*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୮/୧୦*

*✧═════•❁❀

*ଯୋଗିନୀ  ଅଗ୍ନିକୋଣେ ଦିବା ଘ୦୬/୩୪ ଗତେ ନୈରୁତେ*

*ମିଥୁନ ରାଶିର ଘାତବାର*

*ଚତୁର୍ଥୀ  ର ଏକୋଦିଷ୍ଟ  ଓ ପାର୍ବଣ ଶ୍ରାଦ୍ଧ*

*✧═════•❁❀❁•═══*

*କାଳବେଳା-ଦିବା  ଘ୦୭/୦୯ ଗତେ ଘ୦୮/୪୧ମଧ୍ୟେ*

*ବାରବେଳା- ଦିବା  ଘ୦୨/୪୫ ଗତେ ଘ୦୪/୧୮ ମଧ୍ୟେ* 

══•❁❀❁•═*

*ବିଶୁଦ୍ଧ ଅମୃତ ବେଳା- ଦିବା  ଘ୦୭/୦୮ ମଧ୍ୟେ ଓ ଘ୦୮/୪୨ ଗତେ ଘ୧୦/୨୬ ମଧ୍ୟେ ରାତ୍ରି  ଘ୦୬/୩୫ ଗତେ ଘ୦୯/୦୦ ମଧ୍ୟେ* 


*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା   ଘ୦୪/୧୮ ଗତେ ଘ୦୪/୫୦ ମଧ୍ୟେ* 

═✧*══•❁❀❁•═*═══✧

*ଅଦ୍ୟ ମୂଳା ଭକ୍ଷଣ ନିଷେଧ*

*✧═════•❁❀❁•═════✧*  

*🌼🌹🌹꧁ରାଶିଫଳ꧂🌹🌹🌼* *✧═════•❁❀❁•═════✧*

*🌹ମେଷ🌹👉: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।*

*✧═════•❁❀❁•═════✧*

*🌹ବୃଷ🌹👉: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।*

*✧═════•❁❀❁•═════✧*

*🌹ମିଥୁନ🌹👉: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।*

*✧═════•❁❀❁•═════✧*

*🌹କର୍କଟ🌹👉: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।*

*✧═════•❁❀❁•═════✧*

*🌹ସିଂହ🌹👉: କାର୍ଯ୍ୟ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।*

*✧═════•❁❀❁•═════✧*

*🌹କନ୍ୟା🌹👉: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।*

*✧═════•❁❀❁•═════✧*

*🌹ତୁଳା🌹👉: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।*

*✧═════•❁❀❁•═════✧*

*🌹ବିଛା🌹👉: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।*

*✧═════•❁❀❁•═════✧*

*🌹ଧନୁ🌹👉: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।*

*✧═════•❁❀❁•═════✧*

*🌹ମକର🌹👉: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।*

*✧═════•❁❀❁•═════✧*

*🌹କୁମ୍ଭ🌹👉: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।*

*✧═════•❁❀❁•═════✧*

*🌹ମୀନ🌹👉: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।*

*✧═════•❁❀❁•═════✧*

ଜ୍ୟୋତିର୍ବିଦ:ଭାବଗ୍ରାହୀ ଖଡିରତ୍ନ

ମୋବାଇଲ:୯୪୩୮୧୫୨୬୨୭

Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।