ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ତୁରୁମୁଙ୍ଗା ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

News Summary

ତୁରୁମୁଙ୍ଗା ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ କର୍ମଚାରୀ ଭଗବାନ ମହାନ୍ତଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୩୦/୯: ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର କର୍ମଚାରୀ ଭଗବାନ ମହାନ୍ତ ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା।ଅଧ୍ୟକ୍ଷା ଅନ୍ନପୂର୍ଣ୍ଣା ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପ୍ରାକ୍ତନ ଅଧ୍ୟକ୍ଷ ଯତୀନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।ଏହି ଅବସରରେ ଅଧ୍ୟକ୍ଷା ଅନ୍ନପୂର୍ଣ୍ଣା ମିଶ୍ର ବିଦାୟୀ କର୍ମଚାରୀ ଭଗବାନ ମହାନ୍ତଙ୍କୁ ପୁଷ୍ପଗୁଚ୍ଛ, ମାନପତ୍ର ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ବିଦ୍ୟାଳୟର ଉପସ୍ଥିତ କର୍ମଚାରୀମାନେ ଭଗବାନ ମହାନ୍ତଙ୍କ ସହିତ ବିତାଇଥିବା ବିଭିନ୍ନ ସ୍ମୃତି ଓ ଅନୁଭୂତି ବଖାଣିଥିଲେ।ସ୍ନାତକୋତ୍ତର ଶିକ୍ଷୟିତ୍ରୀ ମନି ରାଉତ ସଭା ପରିଚାଳନା କରିଥିଲେ। ସ୍ନାତକୋତ୍ତର ଶିକ୍ଷୟିତ୍ରୀ ତପନ୍ବିତା ମୁଣ୍ଡା ମାନପତ୍ର ପାଠ କରିଥିବାବେଳେ ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।