ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣାର ଖାଜିରାପଶି ଗାଁରୁ ବଡ଼ ଅଜଗର ଉଦ୍ଧାର, ଜଙ୍ଗଲରେ ଛାଡ଼ିଲା ବନବିଭାଗ

News Summary

ପାଟଣାର ଖାଜିରାପଶି ଗ୍ରାମରୁ ବଡ଼ ଅଜଗର ସାପ ଉଦ୍ଧାର କଲା ବନବିଭାଗ। ଉଦ୍ଧାର ପରେ ଅଜଗରକୁ ମୂଷାଖୋରୀ ସଂରକ୍ଷିତ ଜଙ୍ଗଲରେ ଛାଡ଼ି ଦିଆଗଲା।

ନଜର ଓଡ଼ିଶା | Nazar Odisha


କେନ୍ଦୁଝର/ପାଟଣା: ୨୨/୯: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ କେନ୍ଦେଇପଶି ପଞ୍ଚାୟତର ଖାଜିରାପଶି ଗ୍ରାମରୁ ଏକ ବଡ଼ ଅଜଗର ସାପକୁ ବନବିଭାଗ ସୁରକ୍ଷିତ ଭାବେ ଉଦ୍ଧାର କରିଛି।ଗତରାତିରେ ଗ୍ରାମର ମିହିର କୁମାର ମହାନ୍ତଙ୍କ ବାଡ଼ିରେ ଏକ ବଡ଼ ଅଜଗର ସାପ ଫସି ରହିଥିବା ଦେଖିବାକୁ ମିଳିଥିଲା। ଅଜଗରଟିକୁ ଉଦ୍ଧାର କରିବାକୁ ଗ୍ରାମବାସୀ ଭୟ କରିବାରୁ ବନବିଭାଗକୁ ଖବର ଦିଆଯାଇଥିଲା।ବନପାଳ ନିରଞ୍ଜନ ସେଠୀଙ୍କ ନିର୍ଦ୍ଦେଶକ୍ରମେ ବନବିଭାଗର ତାଲିମପ୍ରାପ୍ତ ସାପ ଧରାଳି ଝାଡେଶ୍ୱର ମହାନ୍ତ ଓ କାର୍ତ୍ତିକ ମହାନ୍ତ ଖାଜିରାପଶି ଗ୍ରାମରେ ପହଞ୍ଚି ମିହିରଙ୍କ ବାଡ଼ିରୁ ଅଜଗରଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ।ପରେ ବନବିଭାଗ ପକ୍ଷରୁ ଉଦ୍ଧାର ହୋଇଥିବା ଅଜଗରଟିକୁ ପ୍ରସ୍ତାବିତ ମୂଷାଖୋରୀ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।