ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଘଟଗାଁ ପୋଇପାଣି ଗାଁରେ ଘରୁ ନାଗ ସାପ ଉଦ୍ଧାର, ଭୟଭୀତ ପରିବାର ଆଶ୍ୱସ୍ତ

News Summary

କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ପୋଇପାଣି ଗାଁରେ ଘର ଭିତରୁ ନାଗ ସାପ ଉଦ୍ଧାର କଲା ବନ ବିଭାଗ। ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ନାଗକୁ ସୁରକ୍ଷିତ ଭାବେ ଉଦ୍ଧାର ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଘଟଗାଁ, ୨୭/୯: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ପୋଇପାଣି ଗ୍ରାମରେ ଏକ ଘର ଭିତରୁ ନାଗ ସାପ ଉଦ୍ଧାର ହେବା ଘଟଣାକୁ ନେଇ କିଛି ସମୟ ପାଇଁ ଭୟର ବାତାବରଣ ସୃଷ୍ଟି ହୋଇଥିଲା।ସୂଚନା ଅନୁଯାୟୀ, ପୋଇପାଣି ଗ୍ରାମର ଧନୁର୍ଜୟ ମହାନ୍ତଙ୍କ ଘର ଭିତରେ ଏକ ନାଗ ସାପ ଥିବା ପରିବାର ଲୋକେ ଦେଖିଥିଲେ। ଏହାପରେ ସେମାନେ ତୁରନ୍ତ ପାଟଣା ବନ ବିଭାଗକୁ ଖବର ଦେଇଥିଲେ।ଖବର ପାଇ ବନ ବିଭାଗ ସ୍କ୍ୱାଡ୍‌ର କାର୍ତ୍ତିକେଶ୍ୱର ମହାନ୍ତ ଓ ଉମେଶ ଚନ୍ଦ୍ର ମହାନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ସତର୍କତାର ସହ ନାଗ ସାପଟିକୁ ଉଦ୍ଧାର କରିଥିଲେ।ପରେ ଉଦ୍ଧାର ହୋଇଥିବା ନାଗ ସାପକୁ ପୋଇପାଣି ସଂରକ୍ଷିତ ଜଙ୍ଗଲରେ ସୁରକ୍ଷିତ ଭାବେ ଛାଡ଼ି ଦିଆଯାଇଥିଲା। ନାଗ ସାପଟି ଉଦ୍ଧାର ହୋଇ ଜଙ୍ଗଲକୁ ଫେରିବା ପରେ ପରିବାର ଲୋକଙ୍କ ସମେତ ସ୍ଥାନୀୟ ଲୋକେ ଆଶ୍ୱସ୍ତ ହୋଇଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।