ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଲକ୍ଷ୍ମୀ ନାରାୟଣ ଡିଗ୍ରୀ କଲେଜ ଛାତ୍ର ସଂସଦ ଗଠିତ, ଲକ୍ଷ୍ମଣ ସଭାପତି ଓ ସତ୍ୟଜିତ ସାଧାରଣ ସମ୍ପାଦକ

News Summary

କେନ୍ଦୁଝର ଜିଲ୍ଲା ପିପିଳିଆ ଲକ୍ଷ୍ମୀ ନାରାୟଣ ଡିଗ୍ରୀ ମହାବିଦ୍ୟାଳୟ ଛାତ୍ର ସଂସଦ ଗଠିତ। ଲକ୍ଷ୍ମଣ ପରିଡ଼ା ସଭାପତି ଓ ସତ୍ୟଜିତ ନାୟକ ସାଧାରଣ ସମ୍ପାଦକ ମନୋନୀତ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଢେଙ୍କିକୋଟ, ୧୫/୧୦: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆସ୍ଥିତ ଲକ୍ଷ୍ମୀ ନାରାୟଣ ଡିଗ୍ରୀ ମହାବିଦ୍ୟାଳୟର ନୂତନ ଛାତ୍ର ସଂସଦର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି। ଏଥିରେ +୩ ଶେଷ ବର୍ଷ କଳା ଛାତ୍ର ଲକ୍ଷ୍ମଣ ପରିଡ଼ା ସଭାପତି ଏବଂ +୩ ଦ୍ୱିତୀୟ ବର୍ଷ କଳା ଛାତ୍ର ସତ୍ୟଜିତ ନାୟକ ସାଧାରଣ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି।ଛାତ୍ର ସଂସଦ ଗଠନ ପାଇଁ ନିର୍ବାଚନ ପରିବର୍ତ୍ତେ ସର୍ବସମ୍ମତିକ୍ରମେ ମନୋନୟନ ପଦ୍ଧତି ଅନୁସରଣ କରାଯାଇଥିଲା। ଅଧ୍ୟକ୍ଷ ଦୈତାରି ମହାନ୍ତଙ୍କ ସମେତ ମହାବିଦ୍ୟାଳୟର ଅନ୍ୟ ଅଧ୍ୟାପକ ଓ ଅଧ୍ୟାପିକାଙ୍କ ଉପସ୍ଥିତିରେ ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଥିଲା।ନୂତନ ଛାତ୍ର ସଂସଦରେ ଉପସଭାପତି ଭାବେ +୩ ଶେଷ ବର୍ଷ କଳା ଛାତ୍ର ଦେବରାଜ ସେଠୀ, ସହସାଧାରଣ ସମ୍ପାଦକ ଭାବେ +୩ ପ୍ରଥମ ବର୍ଷ କଳା ଛାତ୍ରୀ ଝରଣାରାଣୀ ମହାନ୍ତ, କ୍ରୀଡ଼ା ସମ୍ପାଦକ ଭାବେ +୩ ପ୍ରଥମ ବର୍ଷ ବିଜ୍ଞାନ ଛାତ୍ରୀ ପୂଜାରିଣୀ ବେହେରା ଏବଂ ଡିଏସଏ ସମ୍ପାଦକ ଭାବେ +୩ ପ୍ରଥମ ବର୍ଷ ବିଜ୍ଞାନ ଛାତ୍ର ରାଜେଶ କୁମାର ନାଏକ ମନୋନୀତ ହୋଇଛନ୍ତି।ସେହିପରି ଡ୍ରାମାଟିକ ସମ୍ପାଦକ ଭାବେ +୩ ଦ୍ୱିତୀୟ ବର୍ଷ ଛାତ୍ରୀ ବିଜୟଲକ୍ଷ୍ମୀ ନାୟକ, ଶ୍ରେଣୀ ପ୍ରତିନିଧି ଭାବେ +୩ ପ୍ରଥମ ବର୍ଷ କଳା ଛାତ୍ରୀ ଗୌରୀ ମହାନ୍ତ ଏବଂ +୩ ପ୍ରଥମ ବର୍ଷ ବିଜ୍ଞାନ ଛାତ୍ର ପଙ୍କଜ କୁମାର ମହାନ୍ତ ସ୍ଥାନ ପାଇଛନ୍ତି।ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷଣା ପରେ ମହାବିଦ୍ୟାଳୟ ପରିସରରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।