ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ, ପରିଚୟ ଖୋଜୁଛି ତୁରୁମୁଙ୍ଗା ପୁଲିସ

News Summary

ତୁରୁମୁଙ୍ଗା ୪୯ ନମ୍ବର ଜାତୀୟ ରାଜପଥରେ ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ। ମହିଳାଙ୍କ ପରିଚୟ ଖୋଜୁଛି ତୁରୁମୁଙ୍ଗା ପୁଲିସ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ତୁରୁମୁଙ୍ଗା, ୪/୧୦: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଅଙ୍ଗିକଳା ହାଇସ୍କୁଲ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଅଜଣା ମହିଳାଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ମହିଳାଙ୍କ ପରିଚୟ ଜାଣିବାକୁ ତୁରୁମୁଙ୍ଗା ପୁଲିସ ତଦନ୍ତ ଜାରି ରଖିଛି।ସୂଚନା ଅନୁଯାୟୀ, ମୃତ ମହିଳା ଜଣକ ଦୀର୍ଘଦିନ ଧରି ଅଞ୍ଚଳରେ ଘୁରି ବୁଲୁଥିବା ଜଣାପଡ଼ିଛି। ରବିବାର ସନ୍ଧ୍ୟାରେ ସେ ଅଙ୍ଗିକଳା ହାଇସ୍କୁଲ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଯାଉଥିବା ବେଳେ କୌଣସି ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେବା ସହ ତାଙ୍କ ଉପରେ ଚଢ଼ିଯାଇଥିଲା।ଘଟଣା ସମ୍ପର୍କରେ ଖବର ପାଇ ତୁରୁମୁଙ୍ଗା ପୁଲିସର ଏସ୍‌ଆଇ ସୁରେଶ ସାହୁ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି କେନ୍ଦୁଝର ଡାକ୍ତରଖାନାକୁ ପଠାଇଥିଲେ। ତେବେ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନଥିବାରୁ ପୁଲିସ ପକ୍ଷରୁ ପରିଚୟ ଖୋଜାଖୋଜି ଜାରି ରହିଛି। ଯଦି କେହି ମୃତ ମହିଳାଙ୍କୁ ଚିହ୍ନିଥାନ୍ତି କିମ୍ବା ତାଙ୍କ ସମ୍ପର୍କରେ କୌଣସି ସୂଚନା ଜାଣିଥାନ୍ତି, ତେବେ ତୁରୁମୁଙ୍ଗା ପୁଲିସକୁ ତୁରନ୍ତ ସୂଚନା ଦେବାକୁ ଅନୁରୋଧ କରାଯାଇଛି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।