ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣାରେ ବନ ବିଭାଗର ଚଢ଼ାଉ: ବାରହା ମାଂସ ସହ ୯ଟି ଜୀବନ୍ତ ବୋମା ଜବତ, ୨ ଶିକାରୀ ଫେରାର

News Summary

ପାଟଣା ବନାଞ୍ଚଳର ବଣମହୁଲଡିହା ଗ୍ରାମରେ ବନ ବିଭାଗ ଚଢ଼ାଉ କରି ୭୦୮ ଗ୍ରାମ ବାରହା ମାଂସ ଓ ୯ଟି ଜୀବନ୍ତ ବୋମା ଜବତ କରିଛି। ଦୁଇ ସନ୍ଦିଗ୍ଧ ଶିକାରୀ ଫେରାର।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୮/୧୦: କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ବଣମହୁଲଡିହା ଗ୍ରାମରେ ବନ ବିଭାଗ ଚଢ଼ାଉ କରି ୭୦୮ ଗ୍ରାମ ବାରହା ମାଂସ ସହ ୯ଟି ଜୀବନ୍ତ ବୋମା ଜବତ କରିଛି। ବୁଧବାର ସନ୍ଧ୍ୟାରେ ହୋଇଥିବା ଏହି ଚଢ଼ାଉ ସମୟରେ ଦୁଇ ଜଣ ସନ୍ଦିଗ୍ଧ ଶିକାରୀ ଫେରାର ହୋଇଯାଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ବାରହା ଶିକାର ହୋଇଥିବା ନେଇ ଖବର ପାଇବା ପରେ ପାଟଣା ବନ ବିଭାଗ ପକ୍ଷରୁ ବଣମହୁଲଡିହା ଗ୍ରାମର ସୁନିଆ ମୁଣ୍ଡାଙ୍କ ଘରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଘର ପରିସରରୁ ରନ୍ଧା ଓ କଞ୍ଚା ବାରହା ମାଂସ ସହ ଶିକାରରେ ବ୍ୟବହୃତ ୯ଟି ଜୀବନ୍ତ ବୋମା ଜବତ କରାଯାଇଥିଲା।ଚଢ଼ାଉ ପୂର୍ବରୁ ଦୁଇ ଜଣ ସନ୍ଦିଗ୍ଧ ଶିକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସେମାନଙ୍କୁ ଧରିବା ପାଇଁ ବନ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି।ଏହି ଚଢ଼ାଉରେ ପାଟଣା ବନାଞ୍ଚଳ ଅଧିକାରୀ ଆର୍ତ୍ତତ୍ରାଣ ମିର୍ଦ୍ଧା, ପାଟଣା ବନପାଳ ନିରଞ୍ଜନ ସେଠୀ, ତଣ୍ଡୋ ବିଟ୍‌ ବନରକ୍ଷୀ ରଞ୍ଜିତା ମହାନ୍ତ, ମଲ୍ଲୀପଶି ବିଟ୍‌ ବନରକ୍ଷୀ ଲକ୍ଷ୍ମୀକାନ୍ତ ରାଉତଙ୍କ ସମେତ ପାରା କର୍ମଚାରୀମାନେ ସାମିଲ ଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।