ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣାରେ ବନ ବିଭାଗର ଚଢ଼ାଉ: ୭୦ ହଜାର ଟଙ୍କାର ଶାଗୁଆନ ଓ ଗମ୍ଭାରୀ କାଠ ଜବତ

News Summary

ପାଟଣା ବନାଞ୍ଚଳର ଭୋଳପଡ଼ା ଗ୍ରାମରେ ବନ ବିଭାଗର ଚଢ଼ାଉ। ୭୦ ହଜାର ଟଙ୍କାର ଶାଗୁଆନ ଓ ଗମ୍ଭାରୀ କାଠ ଜବତ କରି ବନାଞ୍ଚଳ କାର୍ଯ୍ୟାଳୟକୁ ଅଣାଗଲା।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୧/୧୦: କେନ୍ଦୁଝର ଜିଲ୍ଲା ବନଖଣ୍ଡ ଅଧିକାରୀ ଏଚ୍‌.ଡି. ଧନରାଜଙ୍କ ନିର୍ଦ୍ଦେଶକ୍ରମେ ପାଟଣା ବନାଞ୍ଚଳରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସାହାରପଡ଼ା ସେକ୍ସନ ଅନ୍ତର୍ଗତ ଗୋରାଣ୍ଡିଯୋଡ଼ି ବିଟ୍‌ର ଭୋଳପଡ଼ା ଗ୍ରାମରେ ଏହି ଚଢ଼ାଉ କରାଯାଇଥିଲା।ସୂଚନା ଅନୁଯାୟୀ, ଭୋଳପଡ଼ା ଗ୍ରାମର ସୁବାସ ଚନ୍ଦ୍ର ନାଏକଙ୍କ ଘରେ ପାଟଣା ବନ ବିଭାଗ ଚଢ଼ାଉ କରି ଆନୁମାନିକ ୭୦ ହଜାର ଟଙ୍କା ମୂଲ୍ୟର ଶାଗୁଆନ ଓ ଗମ୍ଭାରୀ କାଠ ଜବତ କରିଛି।ଚଢ଼ାଉରେ ପାଟଣା ବନାଞ୍ଚଳ ଅଧିକାରୀ ଆର୍ତ୍ତତ୍ରାଣ ମିର୍ଦ୍ଧା, ପାଟଣା ବନପାଳ ନିରଞ୍ଜନ ସେଠୀ, ସାହାରପଡ଼ା ବନପାଳ ଶ୍ରୀମନ୍ତ ବେହେରାଙ୍କ ସମେତ ଅଞ୍ଚଳର ବନରକ୍ଷୀ ଓ ବିଭାଗୀୟ ପାରା କର୍ମଚାରୀମାନେ ସାମିଲ ହୋଇଥିଲେ।ଜବତ ହୋଇଥିବା କଟା ଓ ସାଇଜ୍ କରାଯାଇ ରଖାଯାଇଥିବା କାଠଗୁଡ଼ିକୁ ଟ୍ରାକ୍ଟର ଯୋଗେ ବୋଝେଇ କରି ପାଟଣା ବନାଞ୍ଚଳ କାର୍ଯ୍ୟାଳୟକୁ ଅଣାଯାଇଥିବା ଜଣାପଡ଼ିଛି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।