ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଢେଙ୍କିକୋଟରେ ଓଡ଼ିଶା ବନ୍ଦର ଆଂଶିକ ପ୍ରଭାବ, ରାଜପଥରେ ଅଟକିଲା ଯାନବାହନ

News Summary

ଢେଙ୍କିକୋଟରେ ଓଡ଼ିଶା ବନ୍ଦର ଆଂଶିକ ପ୍ରଭାବ। କଂଗ୍ରେସ କର୍ମୀଙ୍କ ରାସ୍ତାରୋକ ଯୋଗୁଁ ଜାତୀୟ ରାଜପଥରେ ୩ କିମି ଯାଏଁ ଅଟକିଲା ଯାନବାହନ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଢେଙ୍କିକୋଟ, ୮/୧୦: ଇଣ୍ଡି ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କେନ୍ଦୁଝର ଜିଲ୍ଲାର ଢେଙ୍କିକୋଟରେ ଆଂଶିକ ଭାବେ ଦେଖିବାକୁ ମିଳିଥିଲା। ବନ୍ଦକୁ ସମର୍ଥନ କରି କଂଗ୍ରେସ କର୍ମୀମାନେ ସକାଳ ୬ଟାରୁ ଜାତୀୟ ରାଜପଥ ନମ୍ବର ୨୦ ଓ ୨୨୦ରେ ଯାନବାହନ ଚଳାଚଳ ବନ୍ଦ କରିଥିଲେ।ଏହାର ପ୍ରଭାବରେ ଜାତୀୟ ରାଜପଥ ନମ୍ବର ୨୦ରେ ପ୍ରାୟ ୩ କିଲୋମିଟର ପର୍ଯ୍ୟନ୍ତ ଯାନବାହନ ଅଟକି ରହିଥିଲା। ଏଥିସହ ବନ୍ଦ ସମର୍ଥକମାନେ ବିଭିନ୍ନ ବ୍ୟାଙ୍କ, ଦୋକାନ ଓ ବଜାର ବନ୍ଦ କରାଇଥିଲେ।
ତେବେ ମଧ୍ୟାହ୍ନ ପରେ ଆନ୍ଦୋଳନକାରୀମାନେ ଯାନବାହନ ଚଳାଚଳ ପାଇଁ ରାସ୍ତା ଛାଡ଼ି ଦେଇଥିଲେ। ଦୋକାନ ବଜାର ବନ୍ଦ ରହିବା ଯୋଗୁଁ ସାଧାରଣ ଲୋକଙ୍କୁ ବିଭିନ୍ନ ଅସୁବିଧାର ସାମ୍ନା କରିବାକୁ ପଡ଼ିଥିଲା।ଏହି ବନ୍ଦରେ ରଣଜିତ୍ ଜେନା, ଟଙ୍କଧର ମାଝୀ, ବିଶ୍ୱନାଥ ନାଏକ, ଜନାର୍ଦ୍ଦନ ମହାନ୍ତ, ଶରତ ନାଏକ, ଜୁଲଫିକର ଅଲ୍ଲୀ ଭୁଟ୍ଟୋ, ଧ୍ରୁବ ଚରଣ ଘଣା, ଦୁଷ୍ମନ୍ତ ସିଂ, ଏସ୍.କେ.କେ. ଇସ୍ରାଏଲ, ରବୀନ୍ଦ୍ର ନାୟକ ଓ ମେଘନାଦ ନାୟକ ପ୍ରମୁଖ ନେତୃତ୍ୱ ନେଇଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।