ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣା ବ୍ଲକରେ ‘ସାଥୀଙ୍କ ସହ ଗୋଟିଏ ଦିନ, ଗୋଟିଏ ଘଣ୍ଟା’ ସଫେଇ ଅଭିଯାନ

News Summary

ପାଟଣା ବ୍ଲକରେ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ଅଭିଯାନ; ଅଧିକାରୀ, ସ୍ୱେଚ୍ଛାସେବୀ ଓ ଏସ୍‌ଏଚ୍‌ଜି ମହିଳାଙ୍କ ଶ୍ରମଦାନ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୧/୧୦: ଗାନ୍ଧୀ ଜୟନ୍ତୀ ପୂର୍ବରୁ ‘ସ୍ୱଚ୍ଛ ସୁନ୍ଦର ଆମ କେନ୍ଦୁଝର’ ବାର୍ତ୍ତା ନେଇ ପାଟଣା ବ୍ଲକରେ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ କାର୍ଯ୍ୟକ୍ରମ ଅନ୍ତର୍ଗତ ‘ସାଥୀଙ୍କ ସହ ଗୋଟିଏ ଦିନ, ଗୋଟିଏ ଘଣ୍ଟା’ ସଫେଇ ଅଭିଯାନ ଅନୁଷ୍ଠିତ ହୋଇଛି।ରାଷ୍ଟ୍ରୀୟ ସ୍ତରରେ ଆୟୋଜିତ ‘ଏକ ଦିନ, ଏକ ଘଣ୍ଟା, ଏକ ସାଥ’ କାର୍ଯ୍ୟକ୍ରମ ଅବସରରେ ପାଟଣା ବ୍ଲକ ପରିସରରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା। ବ୍ଲକର ଅଧିକାରୀ, କର୍ମଚାରୀ, ସ୍ୱେଚ୍ଛାସେବୀ ଏବଂ ଏସ୍‌ଏଚ୍‌ଜି ମହିଳାମାନେ ମିଳିତ ଭାବେ ଶ୍ରମଦାନ କରି ବ୍ଲକ ପରିସରକୁ ସଫେଇ କରିଥିଲେ।ଏହି ସଫେଇ ଅଭିଯାନରେ ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟ, ଅତିରିକ୍ତ ତହସିଲଦାର ରବି ଶଙ୍କର ହେମ୍ବ୍ରମ, ସହକାରୀ ଶ୍ରମ ଅଧିକାରୀ ଅମରେଶ କର, ବିଆର୍‌ସି ଜମାଲଉଦ୍ଦିନ ଖାନ୍, ବିଏସ୍‌ଏସ୍‌ଓ ଅଭୟ ଦେହୁରୀ, ଏବିଇଓ ଜଗଦୀଶ ନାୟକ ଏବଂ ପରିମଳ କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ଇଂ. ସୁସ୍ମିତା ବେହେରାଙ୍କ ସମେତ ଅନ୍ୟମାନେ ସାମିଲ ହୋଇଥିଲେ।ସ୍ୱଚ୍ଛତା ପ୍ରତି ଲୋକଙ୍କ ମଧ୍ୟରେ ସଚେତନତା ବଢ଼ାଇବା ସହ ସ୍ୱଚ୍ଛ ଓ ସୁନ୍ଦର ପରିବେଶ ଗଠନ ପାଇଁ ଏଭଳି ସଫେଇ ଅଭିଯାନ ଆୟୋଜନ କରାଯାଇଥିବା ଜଣାପଡ଼ିଛି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।