ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ସମ୍ବଲପୁରରେ ୩୩୦ ବୋତଲ ନିଶା କଫ୍ ସିରପ୍ ଜବତ, ମହିଳା ଗିରଫ

News Summary

ସମ୍ବଲପୁରର ଶ୍ରଦ୍ଧାପାଲି ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ। ୩୩୦ଟି ନିଶା କଫ୍ ସିରପ୍ ଜବତ ସହ ଜଣେ ୫୨ ବର୍ଷୀୟ ମହିଳା ଗିରଫ।

ନଜର ଓଡ଼ିଶା | Nazar Odisha
ସମ୍ବଲପୁର: ଆଗାମୀ ପାର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ସମ୍ବଲପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଏହି କ୍ରମରେ ଠେଲକୋଲେଇ ଥାନା ଅନ୍ତର୍ଗତ ଶ୍ରଦ୍ଧାପାଲି ଗ୍ରାମରେ ଚଢ଼ାଉ କରି ବିପୁଳ ପରିମାଣର ନିଶା କଫ୍ ସିରପ୍ ଜବତ କରାଯାଇଛି।ନିଶା କଫ୍ ସିରପ୍ କାରବାର ସମ୍ପର୍କରେ ସୂଚନା ପାଇ ଗୁରୁବାର ଅବକାରୀ ବିଭାଗର ଏକ ଟିମ୍ ଶ୍ରଦ୍ଧାପାଲି ଗ୍ରାମରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ଗ୍ରାମର ପୁଷ୍ପଲତା ବେହେରା (୫୨)ଙ୍କୁ ଧରାଯାଇଥିଲା।ତାଙ୍କ ନିକଟରୁ ୩୩୦ଟି ନିଶା କଫ୍ ସିରପ୍ ବୋତଲ ଜବତ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି କଫ୍ ସିରପ୍ ଅବୈଧ ଭାବେ ରଖାଯାଇଥିବା ଅଭିଯୋଗରେ ମହିଳାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।ଏହାପରେ ଅବକାରୀ ବିଭାଗ ପକ୍ଷରୁ ପୁଷ୍ପଲତା ବେହେରାଙ୍କୁ ଗିରଫ କରାଯାଇ ଜବତ କଫ୍ ସିରପ୍‌ଗୁଡ଼ିକୁ ଜବତ କରାଯାଇଛି। ଗିରଫ ମହିଳାଙ୍କୁ ଆଜି ଅଦାଲତକୁ ଚାଲାଣ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।