ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

କପୁଣ୍ଡି ଗ୍ରାମରେ ଅଘଟଣ: ପୋଖରୀରେ ବୁଡ଼ି ୫୦ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ

News Summary

ନଜର ଓଡ଼ିଶା | ଓଡ଼ିଶାର ତାଜା ଖବର ଓ ନ୍ୟୁଜ୍ ପୋର୍ଟାଲ୍

ନଜର ଓଡ଼ିଶା | Nazar Odisha

କେନ୍ଦୁଝର/ପାଟଣା, ୧/୧୧: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ୫୦ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଜଗବନ୍ଧୁ ମହାନ୍ତ (୫୦)।ସୂଚନା ଅନୁଯାୟୀ, ଜଗବନ୍ଧୁ ରବିବାର ଗାଧୋଇବା ପାଇଁ ଗ୍ରାମର ପୋଖରୀକୁ ଯାଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରି ନଥିବାରୁ ପରିବାର ଲୋକ ଓ ଗ୍ରାମବାସୀ ତାଙ୍କୁ ଖୋଜାଖୋଜି କରିଥିଲେ। ଏହି ସମୟରେ ତାଙ୍କୁ ପୋଖରୀରୁ ଉଦ୍ଧାର କରାଯାଇ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ପରୀକ୍ଷା କରି ତାଙ୍କୁ ମୃତ ଘୋଷଣା କରିଥିଲେ।ଏନେଇ ପାଟଣା ଥାନାରେ ଅପମୃତ୍ୟୁ ମାମଲା ନଂ ୫୭/୨୦୨୬ ରୁଜୁ ହୋଇଛି। ଏଏସ୍‌ଆଇ ଜିତେନ୍ଦ୍ର କୁମାର ପଟେଲ ଶବ ବ୍ୟବଚ୍ଛେଦ କରାଇବା ପରେ ମୃତଦେହକୁ ପରିବାରବର୍ଗଙ୍କ ହସ୍ତାନ୍ତର କରିଛନ୍ତି। ଏହି ଘଟଣାରେ କପୁଣ୍ଡି ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।