ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

Showing posts with label ଖିରେ଼ଇଟାଙ୍ଗିରି. Show all posts
Showing posts with label ଖିରେ଼ଇଟାଙ୍ଗିରି. Show all posts

ବାଜିରାଉତ କ୍ଲବ୍ ପକ୍ଷରୁ ଗଣେଶ ପୂଜା, ଭକ୍ତଙ୍କ ପାଇଁ ପ୍ରସାଦ ଓ ସାଂସ୍କୃତିକ କାର୍ଯ୍ୟକ୍ରମ

News Summary

ନଜର ଓଡ଼ିଶା | ଓଡ଼ିଶାର ତାଜା ଖବର ଓ ନ୍ୟୁଜ୍ ପୋର୍ଟାଲ୍

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା,୧୬।୯: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ଅନ୍ତର୍ଗତ ଖିରେଇଟାଙ୍ଗିରି ଗ୍ରାମ ପଞ୍ଚାୟତର ଭୂରୁଡ଼ିପଶି ଗ୍ରାମରେ ବାଜିରାଉତ କ୍ଲବ୍ ଆନୁକୂଲ୍ୟରେ ବିଘ୍ନରାଜ ଶ୍ରୀଗଣେଶଙ୍କ ପୂଜା ଧୁମଧାମରେ ପାଳିତ ହେଉଛି। ଗଣେଶ ପୂଜାକୁ ନେଇ ଅଞ୍ଚଳରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି।ପୂଜା ଅବସରରେ ଭକ୍ତମାନଙ୍କ ପାଇଁ କ୍ଲବ୍ ପକ୍ଷରୁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ଏଥିସହ ଭକ୍ତ ଓ ଅଞ୍ଚଳବାସୀଙ୍କ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା।ଗଣେଶ ପୂଜା ଆୟୋଜନରେ କ୍ଲବ୍‌ର ସଦସ୍ୟ ମନୋରଞ୍ଜନ, ଦିପୁ, ନୀତିନ, ତୁଷାର, ଲଳିତ, ମହେଶ, ଚତୁର୍ଭୁଜ, ସ୍ୱଦେଶ, ନୀତିଶ, ମିହିର, ଚୁମନ୍, ମଣ୍ଟୁ, ପିକୁନ, ରଞ୍ଜନ, ବୃନ୍ଦା, ଶିପୁ, ଲିଟୁ ଓ ଲିକୁନ ପ୍ରମୁଖ ସହଯୋଗ କରିଥିଲେ।
କ୍ଲବ୍ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗଣେଶ ପୂଜା ପରେ ଭସାଣି ଉତ୍ସବ ମଧ୍ୟ ବହୁ ଆଡମ୍ବରରେ ଆୟୋଜନ କରାଯିବ।
ନଜର ଓଡ଼ିଶା
Nazar Odisha
Powered by Blogger.
  • ()

Latest News


🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।